ଲଗାଣ ବର୍ଷା: ଦବିଲା ୫ ଶହ ମିଟର କଂକ୍ରିଟ ରାସ୍ତା

Advertisment

ଉତ୍ତର ଓଡ଼ିଶାରେ  ଦୁଇ ଦିନ ଧରି ପ୍ରବଳ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ବର୍ଷା ଯୋଗୁ  ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ଅନ୍ତର୍ଗତ ଝାଡପିମ୍ପଳ ଓ ବାଇଗଣ ବାଡିଆ ପଞ୍ଚାୟତ ନିକଟ ବାଲିଆପାଳ-କମର୍ଦ୍ଦା ମୁଖ୍ୟ ରାସ୍ତାର ୫ ଶହ ମିଟରରୁ ଅଧିକ ଲମ୍ବର କଂକ୍ରିଟ ରାସ୍ତା ଦବିଯାଇଛି...

11anaa

ଜଳେଶ୍ବର: ଉତ୍ତର ଓଡ଼ିଶାରେ  ଦୁଇ ଦିନ ଧରି ପ୍ରବଳ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁ  ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ଅନ୍ତର୍ଗତ ଝାଡପିମ୍ପଳ ଓ ବାଇଗଣ ବାଡିଆ ପଞ୍ଚାୟତ ନିକଟରେ କଂକ୍ରିଟ ରାସ୍ତା ଦବି ଯାଇଛି।

ବାଲିଆପାଳ-କମର୍ଦ୍ଦା ମୁଖ୍ୟ ରାସ୍ତାର ୫ ଶହ ମିଟରରୁ ଅଧିକ ଲମ୍ବର କଂକ୍ରିଟ ରାସ୍ତା ଦବିଯାଇଛି। 

ରାସ୍ତାର ତଳୁ ମାଟି ଅତଡା ଖସିଛି । ଦବିଯାଇଥିବା ରାସ୍ତା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe