ବିଜେଡିରେ ଯୋଗ ଦେଲେ ମୋନିଦୀପା ସର୍ଖେଲ

ବିଜେଡିରେ ଯୋଗ ଦେଲେ ମୋନିଦୀପା ସର୍ଖେଲ

ଭୁବନେଶ୍ବର: ବିଜେଡିରେ ଯୋଗ ଦେଇଛନ୍ତି ପାରାଦୀପ ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଶଂଖ ଭବନରେଆୟୋଜିତ ସଭାରେ ବରିଷ୍ଠ ବିଜେଡି ନେତାଙ୍କ ଉପସ୍ଥିତିରେ ମୋନିଦୀପା ନିଜର ବହୁ ସମର୍ଥକଙ୍କ ସହ ଆସି ବିଜେଡିରେ ସାମଲ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe