ଟ୍ରକ ଦୁର୍ଘଟଣାରେ ବାଇକ ଚାଳକ ମୃତ, ଜଣେ ଗୁରୁତର

ହାଟରେ ୧୦ ବର୍ଷର ପିଲା ବିକ୍ରି!

Cumaps.net

ଯାଜପୁର: ଯାଜପୁର ବଡଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଟ୍ରାଫିକ ଛକ ଉପରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ତେବେ ଟ୍ରାଫିକ ନିୟମ ନମାନି ଏକ ଟ୍ରକ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଛି। ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବ‌େଳେ ପଛରେ ବସିଥିବା ବ୍ୟକ୍ତି ଗୁରୁତର ଆହତ ହୋଇ କଟକ ସ୍ଥାନାନ୍ତରିତ ହୋଇଛନ୍ତି।

ମୃତକଙ୍କ ଘର କୁଆଖିଆ ଥାନା ମିର୍ଜାପୁର ଅଞ୍ଚଳରେ ବୋଲି ଜଣାଯାଇଛି। ତେବେ ତାଙ୍କର ସଂପୂର୍ଣ୍ଣ ପରିଚୟ ମିଳିପାରିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe