୨ ବଖରା ଘର ଜଳିଗଲା

Advertisment
୨ ବଖରା ଘର ଜଳିଗଲା

ଦଶରଥପୁର : ଆଜି ସକାଳୁ ଦଶରଥପୁର ବ୍ଲକ ତରପଦା ପଞ୍ଚାୟତ ପତିରି ଗ୍ରାମର ବେଣୁଧର ଜେନାଙ୍କର ୨ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଘରର ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଛି। ଖବର ପାଇ ଦଶରଥପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସ୍ଥାନୀୟ ଲୋକ ଏଥିରେ ସହଯୋଗ କରିଥିଲେ। ବେଣୁଧରଙ୍କ ପରିବାର ଅତି ଗରିବ ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe