ପ୍ରେମ ବ୍ୟାପାରକୁ ନେଇ ଜୀବନ ହାରିଲେ ଯୁବକ

ପ୍ରେମ ବ୍ୟାପାରକୁ ନେଇ ଜୀବନ ହାରିଲେ ଯୁବକ

google.com

ଯାଜପୁର: ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ଅଞ୍ଜିରା ପଞ୍ଚାୟତ ବାଉଁଶଡୋଳ ଗ୍ରାମର ଶ୍ୟାମଘନ ଦାସଙ୍କ ପୁଅ ଶ୍ରୀକାନ୍ତ ଦାସ(୧୮) ଆତ୍ମହତ୍ୟା କରିଥିବାର ଜଣାଯାଇଛି। ଘର ନିକଟ ଏକ ଗଛରେ ବେକରେ ‌ରଶି ଲଗାଇ ସେ ଆତ୍ମହତ୍ୟା କରିଛନ୍ତି। ପ୍ରେମ ବ୍ୟାପାରକୁ ନେଇ ସେ ଆତ୍ମହତ୍ୟା କରିଥିବା ଜଣାଯାଇଛି। ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe