କେନ୍ଦୁଝର: ଲାଞ୍ଚ ନେବା ବେଳେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

Advertisment
କେନ୍ଦୁଝର: ଲାଞ୍ଚ ନେବା ବେଳେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଉଠା ଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଦେବାଶିଷ ମହାନ୍ତିି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଶ୍ରୀ ମହାନ୍ତି ଜଣେ ବ୍ୟକ୍ତିଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ରାସାୟନିକ ପ୍ରଲେପ ବୋଲି ୩୦ ହଜାର ଟଙ୍କା ଜବତ କରିବା ସହିତ କନିଷ୍ଠ ଯନ୍ତ୍ରୀ ଶ୍ରୀ ମହାନ୍ତିଙ୍କୁ ଗିରଫ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe