ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଅପରାଧୀଙ୍କ ଘର ଭାଙ୍ଗିବା ପରେ ଆକ୍ସନ ମୋଡରେ ପୁଲିସ। ପ୍ରାଥମିକ ପର୍ଯ୍ୟାୟରେ ଅପରାଧୀମାନଙ୍କର ତାଲିକା ପ୍ରସ୍ତୁତି ପାଇଁ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି । ଯେକେହି ବି ସରକାରୀ ଜାଗା ଜବରଦଖଲ କରି ସଂଗଠିତ ଅପରାଧ କଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଜି କହିଛନ୍ତି ।
ଆଗକୁ ସବୁ ଜିଲ୍ଲାରେ ଏହି ପ୍ରକ୍ରିୟା ଜାରି ରହିବ। ସୂଚନା ଅନୁସାରେର ବନ୍ଧବାହାଲରେ ଗତକାଳି ଜଣେ ଅପରାଧୀଙ୍କ ଘର ଭଙ୍ଗାଯିବାବେଳେ ଆଇଜି ହିମାଂଶୁ ଲାଲ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/07/Untitled-3.png)