ଝାରସୁଗୁଡ଼ା: ଗତ ୨୦୧୭ ମସିହାରେ ଜଣେ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ କରିଥିବା ଅଭିଯୋଗରେ ବଡ଼ମାଳ ପୁଲିସ ହିରମା ଗ୍ରାମର ହେମନ୍ତ ସାହୁକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ବିରୋଧରେ ଭାରତୀୟ ଦଣ୍ଡବିଧି ଆଇନର ଦଫା ୩୬୬/୩୭୬ ଓ ପକସୋ ୫/୬ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଅମିତାଭ ପଣ୍ଡା ଜଣାଇଛନ୍ତି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us