ଅଟୋକୁ ପଛ ପଟୁ ପିଟିଲା ଟ୍ରେଲର: ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଅଟୋକୁ ପଛ ପଟୁ ପିଟିଲା ଟ୍ରେଲର: ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ ଭଅଁରଖୋଲ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରେଲର ଅଟୋକୁ ପଛ ପଟୁ ପିଟିଲା। ଏହାଫଳରେ ଘଟଣା ସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାଛଡ଼ା ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ହୋଇଛନ୍ତି।
ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।ପୁଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ସହ ଶବକୁ ମଧ୍ୟ ପୁଲିସ ଜବତ କରିଛିl ଆହତମାନଙ୍କୁ ଚିକତ୍ସାଳୟକୁ ପଠାଯାଇଥିବା ନେଇ ଏସଠଡିପିଓ ଦିଲୀପ ଦାସ ସୂଚନା ଦେଇଛନ୍ତିl

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe