ବିଦ୍ୟୁତ ଆଘାତରେ ଚାଲିଗଲା ଶ୍ରମିକର ଜୀବନ

Advertisment
ବିଦ୍ୟୁତ ଆଘାତରେ ଚାଲିଗଲା ଶ୍ରମିକର ଜୀବନ

ଝାରସୁଗୁଡ଼ା : ଝାରସୁଗୁଡ଼ା ରେଳ ଷ୍ଟେସନ ସମ୍ମୁଖରେ ଥିବା ଗୁରମିତ ହୋଟେଲରେ ଶ୍ରମିକ ଭାବେ କାମ କରୁଥିବା ବେଳେ ସ୍ଥାନୀୟ କକ୍ସ କଲୋନିର ରାଜୁ କୁମାର(୨୮) ବିଦ୍ୟୁତ୍‌ ଆଘାତରେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ଜିଆର୍‌ପି ପୁଲିସ୍‌ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe