ଭବାନୀପାଟଣା: ଭାଲୁ ଅାକ୍ରମଣରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପରାବାହାଲି ଗ୍ରାମର ପୁଇରା ମାଝୀ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେ ଗୁରୁବାର ସନ୍ଧ୍ୟାରେ ନିଜ ଚାଷ ଜମିକୁ ଯାଇଥିବା ବେଳେ ହଠାତ୍ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଆହତ ହୋଇ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣା ପଡିଛି।
ଭାଲୁ ଆକ୍ରମଣରେ ଜଣେ ଗୁରୁତର
/sambad/media/post_attachments/wp-content/uploads/2019/07/black-bear-cub.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)