ଅନୁସନ୍ଧାନ କରୁଥିବା ବର୍ଗ

କଳାହାଣ୍ଡି

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ, ବାଟରେ ଶିଶୁପୁତ୍ରକୁ ଜନ୍ମ ଦେଲେ ମହିଳା

ଜୟପାଟଣା/ କୋକସରା: ରାସ୍ତା ନ ଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ। ୫ କିମି ଖଟିଆରେ ବୁହା ହେଲା ପରେ ମଝି ରାସ୍ତାରେ ଶିଶୁପୁତ୍ରକୁ ଜନ୍ମ ଦେଲେ ମହିଳା। କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ୍‌ ଧନସୁଲି ପଞ୍ଚାୟତର ନଳାଚୂଆଁ ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୋମବାର…
ଅଧିକ ଖବର ଦେଖନ୍ତୁ...

ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରେ ଭାସି ବୃଦ୍ଧ ନିଖୋଜ

ଜୟପାଟଣା, ୫ା୧୧ (ଇମିସ): ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରେ ଭାସି ଖଇରଭାଡ଼ି ଗାଁର ଭିକାରି ରାଉତ (୫୦ବର୍ଷ) ନିଖୋଜ ହୋଇ ଯାଇଛନ୍ତି। ଜୟପାଟଣା ବ୍ଲକ‌୍ ଉଛୁଳା ପଞ୍ଚାୟତ ଲଡୁଗାଁ ନିକଟସ୍ଥ ଖଇରଭାଡ଼ି ଗାଁର ଭିକାରି ରବିବାର ମଧ୍ୟାହ୍ନରେ ତାଙ୍କ ଚାଷ ଜମି ନିକଟକୁ ଗାଈଗୋରୁ ଚରାଇବାକୁ ଆସିଥିବା…
ଅଧିକ ଖବର ଦେଖନ୍ତୁ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ଉତ୍କେଲା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଉତ୍କେଲା ଫାଣ୍ଡି ଅନ୍ତର୍ଗତ ଚାଞ୍ଚେର ଗ୍ରାମରେ ପୋଖରୀରେ ବୁଡ଼ି ପବିତ୍ର ସାହୁଙ୍କ ପୁଅ ଆଲୋକ ସାହୁ (୧୬)ଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଦିନ ୧ଟାରେ ଆଲୋକ ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ମାତ୍ର ଆଉ ଫେରି ନଥିଲେ। କିଛି ସମୟ ପରେ…
ଅଧିକ ଖବର ଦେଖନ୍ତୁ...

ନବୀନ ଓଡ଼ିଶାରେ ଗାଁ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ…
ଅଧିକ ଖବର ଦେଖନ୍ତୁ...

ଇନ୍ଦ୍ରାବତୀ କେନାଲକୁ ଶୌଚ ପାଇଁ ଯାଇ ବୃଦ୍ଧ ନିଖୋଜ

ଜୟପାଟଣା: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ଘେନୁଗୁଡା ଗ୍ରାମର ଯୋଗେନ୍ଦ୍ର ପାଣିଗ୍ରାହୀ ନିକଟରେ ଥିବା ଦକ୍ଷିଣ ମୁଖ୍ୟ କେନାଲକୁ ଶୌଚ ପାଇଁ ଯାଇ ​ନିଖୋଜ ହୋଇଯାଇଛନ୍ତି। ପାଦ ଖସିଯିବାରୁ ସ୍ରୋତରେ ସେ ଭାସିଯାଇଥିବା ଜୟପାଟଣା ଥାନାରେ ଅଭିଯୋଗ ହୋଇଛି।…
ଅଧିକ ଖବର ଦେଖନ୍ତୁ...

ରୂପାନ୍ତରର ଏକ ମଡେଲ୍‌ କଳାହାଣ୍ଡି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲା ଗସ୍ତ କରି ‘ଲକ୍ଷ୍ମୀ ବସ୍‌’ର ଶୁଭାରମ୍ଭ ସହ ବହୁ ପ୍ରତୀକ୍ଷିତ କଳାହାଣ୍ଡି ଜିଲ୍ଲାର ସହିଦ ରେଣ୍ଡୋ ମାଝୀ ସରକାରୀ ‌ମେଡିକାଲ କଲେଜ ଉଦ୍‌ଘାଟନ କରିଛନ୍ତି। ସେହିଭଳି କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା’ ମାଣିକେଶ୍ବରୀ…
ଅଧିକ ଖବର ଦେଖନ୍ତୁ...

କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: କଳାହାଣ୍ଡିରେ ଗଡ଼ିଲା ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ…
ଅଧିକ ଖବର ଦେଖନ୍ତୁ...

ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ବାରା ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ…

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି। ଏଥିରେ କେନ୍ଦ୍ର ସ୍ୱାସ୍ଥ୍ୟ…
ଅଧିକ ଖବର ଦେଖନ୍ତୁ...

ଗୋଦାମ ଘରେ ନିଆଁ ଲାଗି ତିନି ବଖରା ଘର ଭସ୍ମୀଭୂତ

ବୋର୍ଡ଼ା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ବୋର୍ଡ଼ାରେ ଥିବା ଜୈନ ଟ୍ରେଡର୍ସ ମାଲିକ ମନୋଜ ଜୈନଙ୍କ ଘରେ ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ ଯୋଗୁଁ ନିଆଁ ଲାଗି ତିନି ବଖରା ଘର ସମ୍ପୂର୍ଣ୍ଣ ଜଳି ଯାଇଛି। ଗୋଦାମରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ପ୍ରାଥମିକ ଆକଳନରୁ…
ଅଧିକ ଖବର ଦେଖନ୍ତୁ...

କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ

ଭବାନୀପାଟଣା: ରାଜ୍ୟ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନକ୍ରମେ ବୁଧବାର କଳାହାଣ୍ଡି କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ସଙ୍ଘ ପକ୍ଷରୁ ଜିଲ୍ଲାର ସମସ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଫଳରେ ବ୍ୟାଙ୍କ ସେବା ଠପ୍‌ ହୋଇଥିଲା। ସପ୍ତମ ପେ’ କମିସନ…
ଅଧିକ ଖବର ଦେଖନ୍ତୁ...