ଅନୁସନ୍ଧାନ କରୁଥିବା ବର୍ଗ

କଳାହାଣ୍ଡି

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି (ବୁଧବାର) ଆହୁରି ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି। ଅନ୍ୟପକ୍ଷରେ…
ଅଧିକ ଖବର ଦେଖନ୍ତୁ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଭବାନୀପାଟଣା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ଭିଜଲାନ୍ସ ବିଭାଗର ଚଢ଼ଉ ଜାରି ରହିଛି।  ତାଙ୍କର ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ରାସ୍ତାରେ ଥିବା ବାସଭବନ ସମେତ ସରକାରୀ…
ଅଧିକ ଖବର ଦେଖନ୍ତୁ...

ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ୮ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି (ମଙ୍ଗଳବାର) ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪…
ଅଧିକ ଖବର ଦେଖନ୍ତୁ...

ମେଡିକାଲ ଅଫିସରଙ୍କୁ ୩ ବର୍ଷ କାରାଦଣ୍ଡ, ୨୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ଅଜିତ କୁମାର ନେଗୀଙ୍କୁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଆଜି ଏହି ମାମଲାର ଶୁଣାଣି କରି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଡାକ୍ତର ନେଗୀଙ୍କୁ ୩…
ଅଧିକ ଖବର ଦେଖନ୍ତୁ...

କଳାହାଣ୍ଡିରେ ଗ୍ରାମୀଣ କୌଶଲ୍ୟ ଯୋଜନା ବାଟବଣା

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାରେ ବାଟବଣା ହୋଇଛି ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା। ଏହି ଯୋଜନାରେ ଛାତ୍ରଛାତ୍ରୀ ତାଲିମ ତ ପାଉଛନ୍ତି ମାତ୍ର ସେମାନଙ୍କ ଥଇଥାନ ବ୍ୟବସ୍ଥା ନୈରାଶ୍ୟଜନକ। ୨୦୨୨-୨୩ ମସିହାରେ ୮୯୦ ଜଣଙ୍କ ମଧ୍ୟରୁ ୩୦୬ ଅର୍ଥାତ୍ ୩୪ପ୍ରତିଶତ ଥଇଥାନ…
ଅଧିକ ଖବର ଦେଖନ୍ତୁ...

ମଣିପୁର ଘଟଣାରେ ଆଦିବାସୀ ସଂଘର ବିକ୍ଷୋଭ

ଭବାନୀପାଟଣା: ମଣିପୁର ରାଜ୍ୟରେ ଆଦିବାସୀ ଓ ମହିଳାମାନଙ୍କ ପ୍ରତି ହେଉଥିବା ଅତ୍ୟାଚାର ପ୍ରତିବାଦରେ ସୋମବାର କଳାହାଣ୍ଡି ଜିଲ୍ଲା ଆଦିବାସୀ ସଂଘ ସ୍ଥାନୀୟ ଷ୍ଟେଚ୍ୟୁଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ, ଗୃହ ରାଷ୍ଟ୍ରମନ୍ତ୍ରୀ ଓ ମଣିପୁର ମୁଖ୍ୟମନ୍ତ୍ରଙ୍କ…
ଅଧିକ ଖବର ଦେଖନ୍ତୁ...

ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ, ୩ ଟି କଲରାପତରିଆ ବାଘ ଛାଲ ଓ ୩ ହରିଣ ଛାଲ ଜବତ

କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି କଲରାପତରିଆ ବାଘ ଛାଲ ଓ ୩ଟି ହରିଣ…
ଅଧିକ ଖବର ଦେଖନ୍ତୁ...

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଡବ୍ଲୁଓଡିସି ସିଇଓ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗସ୍ତରେ ଡବ୍ଲୁଓଡିସି ସିଇଓ ଡ. ଅଜିତ ମିଶ୍ର ଆସି ବିଭିନ୍ନ ସ୍ଥାନ ପରିଦର୍ଶନ କରିବା ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ଆମପାଣି ପଞ୍ଚାୟତର ଶିଳ୍ପୀ ଗ୍ରାମ କନ୍ଦାଗଡ଼ରେ ପହଞ୍ଚିଥିଲେ। ସେଠାରେ ଥିବା ପଥର ଖୋଦେଇ କେନ୍ଦ୍ର…
ଅଧିକ ଖବର ଦେଖନ୍ତୁ...

୨ ବାଂଲାଦେଶୀ ନାଗରିକଙ୍କୁ ୨ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ସ୍ଥିତ କଷାକେନ୍ଦୁଠାରେ ୨୦୨୨ ସେପ୍ଟେମ୍ବର ୨ ତାରିଖରେ ଏକ ପରିବାର ଲୋକେ ନୂଆଁଖାଇ ଯାଇଥିବାବେଳେ ତାଲା ଭାଙ୍ଗି ୨ଜଣ ଅଭିଯୁକ୍ତ ଟଙ୍କା ଓ ବିଭିନ୍ନ ସାମଗ୍ରୀ ଚୋରି କରିଥିଲେ। ଏନେଇ ଭବାନୀପାଟଣା ସଦରଥାନା ପୁଲିସ୍‌ ୨ ଜଣ ବାଙ୍ଗଲାଦେଶୀ…
ଅଧିକ ଖବର ଦେଖନ୍ତୁ...

ତହସିଲ ଅଫିସ୍‌ରେ ତାଲା ପକାଇଲେ ଚାଷୀ, ୯ ଘଣ୍ଟା ଧରି ଭିତରେ ରହିଲେ କର୍ମଚାରୀ

କଲମପୁର: କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧୀନ କୋଟଗାଁ ଧାନ ମଣ୍ଡିରେ ଧାନ କିଣାବିକା ଦାୟିତ୍ୱରେ ଏସ୍‌ଏଚ୍‌ଜି ଗୋଷ୍ଠୀ ରହିଥିବାରୁ ଚାଷୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ମଣ୍ଡି ପରିଚାଳନା ଦାୟିତ୍ୱ ଠିକ୍‌ ଭାବେ ନିର୍ବାହ କରିପାରୁ ନଥିବାରୁ ଚାଷୀ ବହୁ ହଇରାଣ ହେଉଛନ୍ତି। ଏନେଇ ପୂର୍ବରୁ…
ଅଧିକ ଖବର ଦେଖନ୍ତୁ...