ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

କୋକସରା: ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତୋମୁଣ୍ଡା ପଞ୍ଚାୟତ ପିପଲଝାପର ଗାଁ ରୁପାଲି ମାଝୀ। ଗତକାଲି ବିଳମ୍ବିତ ରାତିରେ ଶୋଇଥିବା ବେଳେ ଏକ ନାଗ ସାପ କାମୁଡିବା ପରେ ତାଙ୍କୁ ଘରଲୋକେ କୋକସରା ହସ୍ପିଟାଲକୁ ନେଇ ଆସିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe