ଅନୁସନ୍ଧାନ କରୁଥିବା ବର୍ଗ

କନ୍ଧମାଳ

୫ ଶହ ଟପିଲା ବାଲେଶ୍ବର, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ କରୋନା ପଜିଟିଭ୍ ଏଯାବତ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ରାଜ୍ୟରେ ଆଜି ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା…
ଅଧିକ ଖବର ଦେଖନ୍ତୁ...

୫ଶହ ଟପିଲା ସୁନ୍ଦରଗଡ଼, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ କରୋନା ପଜିଟିଭ୍ ଏଯାବତ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୫୭୭ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୧୬ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୬୧ଜଣ…
ଅଧିକ ଖବର ଦେଖନ୍ତୁ...

ଘୁ.ଉଦୟଗିରି : ତିନି ବସ୍ତା ଗଞ୍ଜେଇ ସହ ଇଣ୍ଡଗୋ କାର ଜବତ, ଜଣେ ଗିରଫ

ଘୁ.ଉଦୟଗିରି : କରୋନା ଭୁତାଣୁ ସଂକ୍ରମଣ ପାଇଁ ସାରା ଜଗତ ତ୍ରାହି ତ୍ରାହି ଡାକ ପକାଉଥିବା ବେଳେ ଗଞ୍ଜେଇ ଚୋରା ଚାଲାଣକାରୀ ନିଜ ବେପାରରେ ବେଶ ସକ୍ରିୟ ଅଛନ୍ତି । କନ୍ଧମାଳ ଅଞ୍ଚଳରୁ ଅନବରତ ଗଞ୍ଜେଇ ମାଫିଆ ଚୋରା ଗଞ୍ଜେଇ ଚାଲାଣ ଚଳେଇଛନ୍ତି । ଆଜି ଏକ ଧଳା ଟାଟା ଇଣ୍ଡଗୋ ଇସିଏସ କାରରେ ଗଞ୍ଜେଇ…
ଅଧିକ ଖବର ଦେଖନ୍ତୁ...

ଏବେ ବି ସଂକ୍ରମିତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲ୍ଲା ଶୀର୍ଷରେ, ଜାଣନ୍ତୁ ଏଯାବତ୍ କେଉଁ ଜିଲ୍ଲାରୁ କେତେଜଣ କରୋନା ପଜିଟିଭ୍…

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା…
ଅଧିକ ଖବର ଦେଖନ୍ତୁ...

କନ୍ଧମାଳ ଏସ୍‌ପିଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ: କନ୍ଧମାଳରେ ଦୃଢ଼ ମାଓ ଦମନ ପାଇଁ ଏସ୍‌ପି ପ୍ରତୀକ ଗୀତା ସିଂଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଆଜି ଅପରାହ୍‌ଣରେ ମୁଖ୍ୟମନ୍ତ୍ରୀ ଏସ୍‌ପିଙ୍କ ସହ ୫ ମିନିଟ୍‌ ଫୋନ ଯୋଗେ କଥା ହେବା ସହ ମାଓ କାର୍ଯ୍ୟକଳାପ ଉପରେ ନଜର ରଖି ଦୃଢ଼ ଭାବେ ଦମନ କରିବାକୁ…
ଅଧିକ ଖବର ଦେଖନ୍ତୁ...

କନ୍ଧମାଳ ଗୁମୁଡୁମାହା ଗୁଳିକାଣ୍ଡକୁ ୪ ବର୍ଷ, ସାର୍ବଜନୀନ ହେଲା ନାହିଁ ତଦନ୍ତ ରିପୋର୍ଟ

ଫୁଲବାଣୀ  :ବହୁ ଚର୍ଚ୍ଚିତ ଘଟଣା ବହୁଳ କନ୍ଧମାଳ ଗୁମୁଡୁମାହା ଗୁଳିକାଣ୍ଡକୁ ୪ ବର୍ଷ ହେଲା। ପୁଲିସର ମିଥ୍ୟା ଏନକାଉଣ୍ଟରରେ ଗୁମୁଡୁମାହାର ଜଣେ ଦେଢ ବର୍ଷର ଶିଶୁ ସହ ୫ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ସେ ସମୟରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଆଲୋଡନ ସୃଷ୍ଟି କରିଥିବା ବେଳେ…
ଅଧିକ ଖବର ଦେଖନ୍ତୁ...

ହଜାରେ ଟପିଲା ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ଏଯାବତ୍ କେଉଁ ଜିଲ୍ଲାରେ କେତେଜଣ କରୋନା ପଜିଟିଭ୍ ଚିହ୍ନଟ…

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୬୮ଜଣ ସ୍ଥାନୀୟ ସଂକ୍ରମିତ ଥିବା…
ଅଧିକ ଖବର ଦେଖନ୍ତୁ...

ପୁଣି କନ୍ଧମାଳ ଜିଲ୍ଲା ସିର୍ଲା ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ

ଫୁଲବାଣୀ: ପୁଣି ଥରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳି ବିନିମୟ ହେବା ଫଳରେ ଆଉଜଣେ ମାଓବାଦୀ ନିହତ ହେଶଇଥିବାର ଖବର ମିଳିଛି। ନିହତ ମାଓବାଦୀ ବଂଶଧାରା-ଘୁମୁସର-ନାଗାବଳୀ ଡିଭିଜନର ବୋଲି ଜଣାପଡ଼ିଛି। ଏଥି ସହ ବିପୁଳ ପରିମାଣର…
ଅଧିକ ଖବର ଦେଖନ୍ତୁ...

ପୃଥ୍‌କ ଦୁର୍ଘଟଣା ବାପା ଝିଅ ସମେତ ୪ ମୃତ

ବାଲିଗୁଡା : ବାଲିଗୁଡା ପାଇଁ ଆଜି ଥିଲା ଦୁର୍ଘଟଣାର ଦିନ। ଗୋଟିଏ ରାସ୍ତାରେ ତିନିଟି ସଡ଼କ ଦୁର୍ଘଟଣା ହୋଇଥିବାବେଳେ ସେଥି ମଧ୍ୟରୁ ଦୁଇଟି ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ବାପା ଓ ତାଙ୍କ ଝିଅ ରହିଛନ୍ତି। ଜକିକିଆଠାରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ…
ଅଧିକ ଖବର ଦେଖନ୍ତୁ...

ଏକାଠି ଲେଖାଥିଲା ବାପ-ଝିଅଙ୍କ ମରଣଯୋଗ; ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜୀବନ

ବାଲିଗୁଡା: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଜକିକିଆ ଗାଁ ନିକଟ ୫୯ନମ୍ବର ଜାତୀୟ ରାଜପଥରେ ସୋମବାର ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବାପ- ଝିଅଙ୍କ ଘଟଣାସ୍ଥଳରେ ମୃତ୍ୟୁ ହେବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମୃତ ପିତାଙ୍କ ନାମ…
ଅଧିକ ଖବର ଦେଖନ୍ତୁ...