କନ୍ଧମାଳ: ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ମୃତ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଛକ ନିକଟରେ ଶୁକ୍ରବାର ଏକ ବାଇକ୍‌ ଆରୋହୀଙ୍କୁ ଟ୍ରକ (୪୦୭) ଶକ୍ତ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌ ଆରୋହୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଅଞ୍ଚଳର ବୋଲି ଜଣାପଡ଼ିଛି।

 

ସମ୍ବନ୍ଧିତ ଖବର