ଦାଦାବଟି ପାଇଁ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

Advertisment
ଦାଦାବଟି ପାଇଁ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

କେନ୍ଦ୍ରାପଡ଼ା: ଦାଦାବଟି ପାଇଁ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ। ସିସିଟିଭିରେ କଏଦ ହୋଇଛି ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ। କେନ୍ଦ୍ରାପଡା ବଡ଼ହାଟରେ ଥିବା ଏକ ଶାଢ଼ି ସୋରୁମକୁ ୧୦ରୁ ୧୨ଜଣ ଦୁର୍ବୃତ୍ତ ପଶି ଆତଙ୍କ ଖେଳାଇବା ସହ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।

ଆକ୍ରମଣରେ ଦୋକାନୀ ଖଦୀମା ବକ୍ସ ଗୁରୁତର ହୋଇଥିବା ବେଳେ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦାଦାବଟି ପାଇଁ ଦୁର୍ବୃତ୍ତମାନେ ଏପରି କାଣ୍ଡ ଭିଆଇଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe