କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମନକରପୁର ପ୍ରାଥମିକ ବିଦ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ତେବେ ଛାତ୍ରଛାତ୍ରୀ ଓ ରୋଷେୟା ଅଳ୍ପକେ ବର୍ତ୍ତିିଯାଇଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇ ଚାଲିଥିବା ବେଳେ ନିଆଁ ଲାଗିଯାଇଥିଲା। ଗ୍ୟାସ ଲିକ୍ ହୋଇ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା। ତେବେ ପିଲାମାନଙ୍କୁ ତୁରନ୍ତ ବାହାର କରି ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା। ତେବେ ଦମକଳ ବାହିନୀ ପହଞ୍ଚିି ନିଆଁକୁ ଆୟତ୍ତ କରିଥିଲା। ହେଲେ ନିଆଁରେ ସ୍କୁଲ ରୋଷେଇ ଘରର ଜିନିଷ ଜଳିଯାଇଛି।
ପ୍ରାଥମିକ ବିଦ୍ୟାଳୟରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିିଲେ ଛାତ୍ରଛାତ୍ରୀ
/sambad/media/post_attachments/wp-content/uploads/2023/06/fire-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)