କାର୍‌-ବାଇକ୍‌ ମୁହାଁମୁହିଁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ମୃତ

Advertisment
କାର୍‌-ବାଇକ୍‌ ମୁହାଁମୁହିଁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ମୃତ

photo by : punjabipost.ca

କେନ୍ଦ୍ରାପଡ଼ା: ରାଜନଗର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ବାଇକରେ ଯାଉଥିବା କୂଳଲାଞ୍ଜୁଡ଼ା ଗ୍ରାମର ଗଣିଆ ମଲ୍ଲିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାଜନଗର ଥାନା ଅନ୍ତର୍ଗତ ଗୋପାଳପୁର ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ବାଇକ୍‌ ଆରୋହୀଙ୍କୁ ଏକ କାର ଧକ୍କା ଦେବାରୁ ଘଟଣାସ୍ଥଳରେ ହିଁ ଗଣିଆର ମୃତ୍ୟୁ ହୋଇଛି। ସୂଚନା ପାଇଁ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ବାଇକ୍‌ଟି ସମ୍ପୂର୍ଣ୍ଣ ରୂପେ ଭାଙ୍ଗିଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe