ଅନୁସନ୍ଧାନ କରୁଥିବା ବର୍ଗ

କେନ୍ଦ୍ରାପଡ଼ା

୫-ଟି ସଚିବଙ୍କ କେନ୍ଦ୍ରାପଡ଼ା ଓ କଟକ ଗସ୍ତ: ସାତଭାୟା ଥଇଥାନ କଲୋନିର ରୂପରେଖ ବଦଳିବ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତର ଦ୍ବିତୀୟ ଦିନରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଦିନ ରାଜନଗର, ରାଜକନିକା ଓ ଆଳି ବ୍ଲକ୍‌ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିଛନ୍ତି। ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ…
ଅଧିକ ଖବର ଦେଖନ୍ତୁ...

ସମସ୍ତ କଲେଜର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯିବ: ୫-ଟି ସଚିବ

ଭୁ‌‌ବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଦ୍ବିତୀୟ ଦିନରେ ମଧ୍ୟ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ…
ଅଧିକ ଖବର ଦେଖନ୍ତୁ...

ବ୍ରାହ୍ମଣୀରେ ବୁଡ଼ିଲା ଡଙ୍ଗା, ଛାତ୍ର ମୃତ; ଦୁଇଜଣଙ୍କୁ ଉଦ୍ଧାର କରି ବୁଡ଼ିଗଲେ ନାଉରିଆ

ରାଜନଗର/ଆଳି : ବ୍ରାହ୍ମଣୀ ନଦୀରେ ଗୁରୁବର ସକାଳେ ଯାତ୍ରୀବାହୀ ଡ଼ଙ୍ଗା ବୁଡ଼ିଯାଇଛି। ଏଥିରେ ଥିବା ୨୦ଜଣ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ବେଳେ ଜଣେ ଛାତ୍ର ପାଣି‌‌ରେ ବୁଡ଼ି ପ୍ରାଣ ହରାଇଛନ୍ତି। ଡଙ୍ଗାର ନାଉରିଆ ନିଖୋଜ ଅଛନ୍ତି। ଗୁରୁବାର ଭୋର ପ୍ରାୟ ସାଢେ ୫ଟା ବେଳେ ରାଜନଗର…
ଅଧିକ ଖବର ଦେଖନ୍ତୁ...

୫–ଟି ସଚିବଙ୍କ କେନ୍ଦ୍ରାପଡ଼ା ଗସ୍ତ: ବଦଳିବ ବଳଦେବଜିଉ ମନ୍ଦିର ରୂପରେଖ

କେନ୍ଦ୍ରାପଡ଼ା : ୫-ଟି ସଚିବ ଭି.କେ. ପାଣ୍ଡିଆନ ଗୁରୁବାର ଦିନ କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିଛନ୍ତି।  ପ୍ରସିଦ୍ଧ ବଳଦେବଜିଉ ମନ୍ଦିର, ଗୋଲରାହାଟସ୍ଥିତ ଦଧିବାମନଜିଉ ମନ୍ଦିର ଓ ରାମନଗରଠାରେ ଥିବା ରାମଚଣ୍ଡୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା…
ଅଧିକ ଖବର ଦେଖନ୍ତୁ...

ପ୍ରସ୍ତାବିତ ଷ୍ଟିଲ୍ ପ୍ଲାଣ୍ଟ ଅଞ୍ଚଳ ପରିଦର୍ଶନ କରି ପ୍ରକଳ୍ପ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କଲେ ୫-ଟି ସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଗୁରୁବାର କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ…
ଅଧିକ ଖବର ଦେଖନ୍ତୁ...

ଆଳି ଡଙ୍ଗା ବୁଡ଼ି ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଅନୁକମ୍ପାମୂଳକ…

ଭୁବନେଶ୍ବର/ଆଳି: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ଏକମାଣିଆଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତ…
ଅଧିକ ଖବର ଦେଖନ୍ତୁ...

ବାଇକକୁ ଧକ୍କା ଦେଲା ହାଇୱା: ୨ ମୃତ, ଜଣେ ଗୁରୁତର

ରାଜକନିକା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକର ଓଳାଭର-କଣ୍ଡିଆ ରାସ୍ତାର ବରିପଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ଏଠାରେ ଏକ ବାଇକକୁ ଧକ୍କା ଦେଇଥିଲା ହାଇୱା। ବାଇକରେ ଯାଉଥିବା ତିନ ଜଣ ଯୁବକଙ୍କ ମଧ୍ୟରୁ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଥିବା…
ଅଧିକ ଖବର ଦେଖନ୍ତୁ...

ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ କିରାଣୀ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାଯାଇଛି। ସୂଚନା ଅନୁଯାୟୀ,…
ଅଧିକ ଖବର ଦେଖନ୍ତୁ...

ବ୍ରାହ୍ମଣୀ ନଦୀରେ ବୁଡ଼ିଲା ଡଙ୍ଗା, ଘାଟିଆ ସମେତ ୨ ନିଖୋଜ

ଆଳି: ଆଜି ସକାଳୁ ବ୍ରାହ୍ମଣୀ ନଦୀର ଏକମାଣିଆ-ଦକ୍ଷିଣଡିହା ନଦୀଘାଟରେ ନୌକା ଦୁର୍ଘଟଣା ଘଟି ଘାଟିଆ ସମେତ ଜଣେ ୧୨ ବର୍ଷର ବାଳକ ନିଖୋଜ ହୋଇଯାଇଛନ୍ତି। ସକାଳ ୬ଟା ସମୟରେ କେରଡାଗଡରୁ କଟକ ଯାଉଥିବା ଥିବା ଏକ ବସ୍ ଧରିବା ପାଇଁ ଏକମାଣିଆ, ନଳପାହି,ଦକ୍ଷିଣଡିହା ଗ୍ରାମର ପ୍ରାୟ ୪୦ ଯାତ୍ରୀ…
ଅଧିକ ଖବର ଦେଖନ୍ତୁ...

ଶିକା ଭାରରେ ନଈ ପାର ଘଟଣା: ମେ ମାସରୁ ଗାଁରେ ମିଳିବ ଭତ୍ତା‌ ଟଙ୍କା

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ୍‌ ଏକମାଣିଆ ପଞ୍ଚାୟତର ୩ଟି ଗାଁର ବୃଦ୍ଧବୃଦ୍ଧା ଦୟନୀୟ ଭାବେ ଜୀବନକୁ ବାଜି ଲଗାଇ ରାଜନଗର ବ୍ଲକ୍‌ କେରେଡ଼ାଗଡ଼କୁ ନଈ ପାର ହୋଇ ଭତ୍ତା ଟଙ୍କା ପାଇଁ ଆସୁଛନ୍ତି। ଠିକ୍‌ ଭାବେ ବସି ପାରୁ ନ ଥିବା ବୃଦ୍ଧବୃଦ୍ଧାଙ୍କୁ ସେମାନଙ୍କ ସଂପର୍କୀୟମାନେ ଭତ୍ତା…
ଅଧିକ ଖବର ଦେଖନ୍ତୁ...