ଘଟଗାଁ: ମହା ବିଷୁବ ପଣା ସଂକ୍ରାନ୍ତି ପାଇଁ କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ପୀଠରେ ବଡ଼ ଭୋରରୁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଥିବା ବେଳେ ଆଜି ଏହାର ଉଦଯାପନୀ ଉତ୍ସବ। ଆଜି ଭୋର ୫ଟାରୁ ମା’ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା ପୁଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp