ଗୋରୁ ବୋଝେଇ ଟ୍ରକ୍ ଜବତ, ଚାଳକ ଅଟକ

Advertisment
ଗୋରୁ ବୋଝେଇ ଟ୍ରକ୍ ଜବତ, ଚାଳକ ଅଟକ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲାର ହସନପୁର ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଗୋରୁ ଚାଲାଣ ହେଉଥିବା ଖବର ପାଇ ରାମଚନ୍ଦ୍ରପୁର ଥାନା ପୁଲିସ ଚଢଉ କରି ଗାଡ଼ିକୁ ଜବତ କରିବା ସହ ଚାଳକକୁ ଅଟକ ରଖିଛି। ଏହି ଟ୍ରକରେ ୪୦ରୁ ଅଧିକ ଗୋରୁ ବେଆଇନ ଭାବେ ଚାଲାଣ କରାଯାଉଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe