କେନ୍ଦୁଝର: ଭାରସାମ୍ୟ ହରାଇ ଘାଟିରୁ ଓଲଟିଲା ବରଯାତ୍ରୀ ବସ୍। ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲାର ତେଲକୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଉରକେଲାରୁ କେନ୍ଦୁଝର ଢ଼େଙ୍କିକୋଟ ଯାଉଥିବା ବେଳେ ଘଟିଛି ଏଭଳି ଦୁର୍ଘଟଣା । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
ଭାରସାମ୍ୟ ହରାଇ ଘାଟିରୁ ଓଲଟିଲା ବରଯାତ୍ରୀ ବସ୍; ଜଣେ ମୃତ, ୧୦ରୁ ଅଧିକ ଗୁରୁତର
/sambad/media/post_attachments/wp-content/uploads/2021/02/One-Dies-on-Bus-Accident_Thumbnail.jpg)