ଯୋଡ଼ା: କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ତଥା ବଡ଼ବିଲ ତହସିଲ ଅନ୍ତର୍ଗତ ବିଲେଇପଦା ରାଜସ୍ବ ନିରୀକ୍ଷକ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଆଜି ଭିଜିଲାନ୍ସ ହାତରେ ଧରା ପଡ଼ଛନ୍ତି। ବିଲେଇପଦା ରାଜସ୍ବ ନିରୀକ୍ଷକ ଫିର୍ ଏମ ଡି ଖାନ ଏକ ଜମିଜମା ମାମଲାରେ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ପୂର୍ବରୁ ଛକିଥିବା ଭିଜିଲାନ୍ସ ଟିମ୍ ମାଡ଼ିବସିଥିଲା।
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ
Advertisment
Follow Us