ପଞ୍ଚାୟତ ଅର୍ଥ ହେରଫେର ଘଟଣାରେ ଭିଜିଲାନ୍ସ ବିଭାଗର ଖୋଳତାଡ

ଚମ୍ପୁଆ: ଚମ୍ପୁଆ ବ୍ଲକ ସରେଇ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ହୋଇଥିବା ହେରଫେର ନେଇ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ହୋଇଛିି। ଗତକାଲି ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଚମ୍ପୁଆ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ। ସୂଚନାଯୋଗ୍ୟ, ପୂର୍ବ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ସମୟରେ ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ହେରଫେର ହୋଇଥିବା ଭିଜିଲାନ୍ସ ବିଭାଗରେ ଅଭିଯୋଗ ହୋଇଥିଲା।

ସମ୍ବନ୍ଧିତ ଖବର