ଘଟଗାଁ: ମହା ବିଷୁବ ପଣା ସଂକ୍ରାନ୍ତି ପାଇଁ କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ପୀଠରେ ବଡ଼ ଭୋରରୁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଥିବା ବେଳେ ଆଜି ଏହାର ଉଦଯାପନୀ ଉତ୍ସବ। ଆଜି ଭୋର ୫ଟାରୁ ମା’ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା ପୁଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ପଣା ସଂକ୍ରାନ୍ତି ପାଇଁ ଘଟଗାଁ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼
/sambad/media/post_attachments/wp-content/uploads/2021/04/maa-tarini.jpg)
/sambad/media/agency_attachments/2024-07-24t043029592z-sambad-original.webp)
