ଅନୁସନ୍ଧାନ କରୁଥିବା ବର୍ଗ

ଖୋର୍ଦ୍ଧା

ବଙ୍ଗୋପସାଗର ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ଅତିପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସଂପ୍ରତି ଲଘୁଚାପଟି ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ…
ଅଧିକ ଖବର ଦେଖନ୍ତୁ...

ପୁଣି ଦାନାବାନ୍ଧୁଛି ଲଘୁଚାପ: ୨୪ ଘଣ୍ଟା ୧୦ ଜିଲ୍ଲାରେ ପ୍ରବଳ ବର୍ଷା; ୧୨ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ୮ ଜିଲ୍ଲାରେ ପ୍ରବଳ ବର୍ଷା; ୧୦ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ଏହାର ଆଉ କୌଣସି ପ୍ରଭାବ ଏବେ ରାଜ୍ୟ ଉପରେ ନାହିଁ। ତେବେ, ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି। ଫଳରେ ଆସନ୍ତା ୨୪…
ଅଧିକ ଖବର ଦେଖନ୍ତୁ...

ଯମୁନା ନାଳରେ କୁମ୍ଭୀର ବୁଲୁଥିବାର ଦେଖିଲେ ସ୍ଥାନୀୟ ଲୋକ

ହରିପୁର : ବୈତରଣୀ ନଦୀର ଯମୁନା ନାଳରେ ଏକ କୁମ୍ଭୀର ବୁଲୁଥିବା ଦେଖିବାକୁ ମିଳିଛି। ଯମୁନା ନାଳରୁ ବାହାରି ଥିବା ଗେଞ୍ଜୁରୀ ନାଳରେ ଆଜି ମଧ୍ୟାହ୍ନରେ ୧୦ ଫୁଟ୍‌ ଲମ୍ବର ଏହି କୁମ୍ଭୀର ପାଣିରେ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। କୁମ୍ଭୀର କୌଣସି କ୍ଷତି କରିନଥିଲେ ମଧ୍ୟ ନାଳ କୂଳରେ…
ଅଧିକ ଖବର ଦେଖନ୍ତୁ...

କେଏମ୍‌ବିବିରେ ଇଂଜିନିୟର୍ସ ଡେ’ ପାଳିତ

ଖୋର୍ଦ୍ଧା: ଖୋର୍ଦ୍ଧା ଉପକଣ୍ଠ ଦଳେଇପୁଟ ଠାରେ ଥିବା କନକ ମଞ୍ଜରୀ ବ୍ରଜବନ୍ଧୁ ବୈଷୟିକ ମହାବିଦ୍ୟାଳୟରେ ଇଂଜିନିୟର୍ସ ଡେ’ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ସଭାଗୃହରେ ଗତକାଲି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ସୌମ୍ୟ ଦର୍ଶନ ମହାନ୍ତି ଅଧ୍ୟକ୍ଷତା କରିଥିଲେ।…
ଅଧିକ ଖବର ଦେଖନ୍ତୁ...

ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ପାଚିକା ସଂଘର ବିକ୍ଷୋଭ

ଖୋର୍ଦ୍ଧା: ୧୨ ଦଫା ଦାବି ପୂରଣ ନେଇ ଗୁରୁବାର ଖୋର୍ଦ୍ଧା ଜିଲ୍ଲାର ସିଟୁ ଅନୁବନ୍ଧିତ ଓଡ଼ିଶା ମିଡ୍‌ ଡେ ମିଲ୍‌ ୱାର୍କସ ୟୁନିଅନ ପକ୍ଷରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗୁରୁବାର ମଧ୍ୟାହ୍‌ଣରେ ଶତାଧିକ ପାଚିକାମାନେ ହାତରେ ବ୍ୟାନର ଓ ପ୍ଲାକାର୍ଡ…
ଅଧିକ ଖବର ଦେଖନ୍ତୁ...

ଜିଲ୍ଲା ସରପଞ୍ଚ ସଂଘର ଦାବିପତ୍ର ପ୍ରଦାନ

ଖୋର୍ଦ୍ଧା: ଜିଲ୍ଲା ସରପଞ୍ଚ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରାବ୍ଧୀ ତନୟା ସାହୁଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍‌ଣରେ ସଂଘ ସମ୍ପାଦକ ତଥା ବାଜପୁର ସରପଞ୍ଚ କେଦାର ପୃଷ୍ଟି,…
ଅଧିକ ଖବର ଦେଖନ୍ତୁ...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ପୂର୍ବରୁ ସେ ଗଞ୍ଜାମ ଜିଲ୍ଲାର ବୁଗୁଡା ତହସିଲଦାର ଭାବେ କାମ କରୁଥିଲେ। ରାଜଧାନୀ ଭୁବନେଶ୍ବର ଭିଜିଲାନ୍ସର ସ୍ବତନ୍ତ୍ର…
ଅଧିକ ଖବର ଦେଖନ୍ତୁ...

ସକ୍ରିୟ ହେଲା ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଲାଲ୍‌, ୮ ଜିଲ୍ଲାକୁ…

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲି (ମଙ୍ଗଳବାର) ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର…
ଅଧିକ ଖବର ଦେଖନ୍ତୁ...

୨୫ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ୨୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଦୁଇ ଯୁବକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସୂଚନାନୁସାରେ, ଗତକାଲି ମଧ୍ୟାହ୍ଣରେ ଗୁରୁଜଙ୍ଗ ଟାଙ୍ଗୀସାହିର ଅଭିଜିତ ସାମନ୍ତରାୟ ଓରଫ ଭିକି (୨୬) ଘରେ…
ଅଧିକ ଖବର ଦେଖନ୍ତୁ...