ଅନୁସନ୍ଧାନ କରୁଥିବା ବର୍ଗ

ଖୋର୍ଦ୍ଧା

ଯମୁନା ନାଳରେ କୁମ୍ଭୀର ବୁଲୁଥିବାର ଦେଖିଲେ ସ୍ଥାନୀୟ ଲୋକ

ହରିପୁର : ବୈତରଣୀ ନଦୀର ଯମୁନା ନାଳରେ ଏକ କୁମ୍ଭୀର ବୁଲୁଥିବା ଦେଖିବାକୁ ମିଳିଛି। ଯମୁନା ନାଳରୁ ବାହାରି ଥିବା ଗେଞ୍ଜୁରୀ ନାଳରେ ଆଜି ମଧ୍ୟାହ୍ନରେ ୧୦ ଫୁଟ୍‌ ଲମ୍ବର ଏହି କୁମ୍ଭୀର ପାଣିରେ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। କୁମ୍ଭୀର କୌଣସି କ୍ଷତି କରିନଥିଲେ ମଧ୍ୟ ନାଳ କୂଳରେ…
ଅଧିକ ଖବର ଦେଖନ୍ତୁ...

କେଏମ୍‌ବିବିରେ ଇଂଜିନିୟର୍ସ ଡେ’ ପାଳିତ

ଖୋର୍ଦ୍ଧା: ଖୋର୍ଦ୍ଧା ଉପକଣ୍ଠ ଦଳେଇପୁଟ ଠାରେ ଥିବା କନକ ମଞ୍ଜରୀ ବ୍ରଜବନ୍ଧୁ ବୈଷୟିକ ମହାବିଦ୍ୟାଳୟରେ ଇଂଜିନିୟର୍ସ ଡେ’ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ସଭାଗୃହରେ ଗତକାଲି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ସୌମ୍ୟ ଦର୍ଶନ ମହାନ୍ତି ଅଧ୍ୟକ୍ଷତା କରିଥିଲେ।…
ଅଧିକ ଖବର ଦେଖନ୍ତୁ...

ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ପାଚିକା ସଂଘର ବିକ୍ଷୋଭ

ଖୋର୍ଦ୍ଧା: ୧୨ ଦଫା ଦାବି ପୂରଣ ନେଇ ଗୁରୁବାର ଖୋର୍ଦ୍ଧା ଜିଲ୍ଲାର ସିଟୁ ଅନୁବନ୍ଧିତ ଓଡ଼ିଶା ମିଡ୍‌ ଡେ ମିଲ୍‌ ୱାର୍କସ ୟୁନିଅନ ପକ୍ଷରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗୁରୁବାର ମଧ୍ୟାହ୍‌ଣରେ ଶତାଧିକ ପାଚିକାମାନେ ହାତରେ ବ୍ୟାନର ଓ ପ୍ଲାକାର୍ଡ…
ଅଧିକ ଖବର ଦେଖନ୍ତୁ...

ଜିଲ୍ଲା ସରପଞ୍ଚ ସଂଘର ଦାବିପତ୍ର ପ୍ରଦାନ

ଖୋର୍ଦ୍ଧା: ଜିଲ୍ଲା ସରପଞ୍ଚ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରାବ୍ଧୀ ତନୟା ସାହୁଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍‌ଣରେ ସଂଘ ସମ୍ପାଦକ ତଥା ବାଜପୁର ସରପଞ୍ଚ କେଦାର ପୃଷ୍ଟି,…
ଅଧିକ ଖବର ଦେଖନ୍ତୁ...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ପୂର୍ବରୁ ସେ ଗଞ୍ଜାମ ଜିଲ୍ଲାର ବୁଗୁଡା ତହସିଲଦାର ଭାବେ କାମ କରୁଥିଲେ। ରାଜଧାନୀ ଭୁବନେଶ୍ବର ଭିଜିଲାନ୍ସର ସ୍ବତନ୍ତ୍ର…
ଅଧିକ ଖବର ଦେଖନ୍ତୁ...

ସକ୍ରିୟ ହେଲା ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଲାଲ୍‌, ୮ ଜିଲ୍ଲାକୁ…

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲି (ମଙ୍ଗଳବାର) ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର…
ଅଧିକ ଖବର ଦେଖନ୍ତୁ...

୨୫ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ୨୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଦୁଇ ଯୁବକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସୂଚନାନୁସାରେ, ଗତକାଲି ମଧ୍ୟାହ୍ଣରେ ଗୁରୁଜଙ୍ଗ ଟାଙ୍ଗୀସାହିର ଅଭିଜିତ ସାମନ୍ତରାୟ ଓରଫ ଭିକି (୨୬) ଘରେ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି…
ଅଧିକ ଖବର ଦେଖନ୍ତୁ...

ଘରେ ବସି ରୋଜଗାର ଦେବି କହି ୧୪ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଠକେଇ; ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: କମ୍ ଦିନରେ ଅଧିକ ଆୟର ପ୍ରଲୋଭନ ଦେଖାଇ ଗ୍ରାମାଞ୍ଚଳରେ ଚାଲିଥିବା ଚିଟଫଣ୍ଡ କେଳେଙ୍କାରୀ ଏବେ ଅନେକମାତ୍ରାରେ ଥମିଛି। ବର୍ତ୍ତମାନ ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ମହିଳା ସ୍ବୟଂ ସହାୟକ ଗୋ‌ଷ୍ଠୀଙ୍କ ଅଧିକ ସକ୍ରିୟତାରୁ ଫାଇଦା ଉଠାଇବାକୁ ଏକ ଅଭି‌ନବ ଠକେଇ ଆରମ୍ଭ ହୋଇଛି।…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶା ଆଶାକର୍ମୀ ସଂଘର ବିକ୍ଷୋଭ

ଖୋର୍ଦ୍ଧା: ବାମପନ୍ଥୀ ଶ୍ରମିକ ସଂଗଠନ ସିଆଇଟିୟୁ(ସିଟୁ) ସହ ଅନୁବନ୍ଧିତ ଓଡ଼ିଶଶ ଆଶାକର୍ମୀ ଆସୋସିଏସନ୍‌ର ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ସୋମବାର ବିଭିନ୍ନ ଦାବି ନେଇ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…
ଅଧିକ ଖବର ଦେଖନ୍ତୁ...