ଖୋର୍ଦ୍ଧା: ଟାଙ୍ଗୀ ଥାନା ଅନ୍ତର୍ଗତ ଚଣ୍ଡେଶ୍ୱର ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ଗ୍ୟାସ ଟାଙ୍କର ପଛରେ ୨ଜଣ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ଓ ଅନ୍ୟ ଜଣେ ଯୁବତୀ ଅଟନ୍ତି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମୃତକଙ୍କ ବୟସ ଆନୁମାନିକ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ। ସୂଚନା ପାଇ ପୁଲିସ ଘଟଣାସ୍ଥଳକୁ ପହଞ୍ଚି ୨ଟି ମୃତ ଦେହ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us