ପଟାଙ୍ଗୀରେ ଘନକୁହୁଡ଼ି ହେତୁ ଦୁର୍ଘଟଣା ଘଟି ଜଣେ ମୃତ, ଅନ୍ୟ ଜଣେ ଗୁରୁତର

Advertisment
ପଟାଙ୍ଗୀରେ ଘନକୁହୁଡ଼ି ହେତୁ ଦୁର୍ଘଟଣା ଘଟି ଜଣେ ମୃତ, ଅନ୍ୟ ଜଣେ ଗୁରୁତର

Fine Art America

କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀଠାରେ ଘନକୁହୁଡ଼ି ଯୋଗୁ ଏକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇ ଚିିକିତ୍ସା କରାଯାଉଛି। ପଟାଙ୍ଗୀ ଥାନା ଏନ୍‌ଏଚ୍‌-୨୬ ସିପାଲପୁଟ ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି। ଘନକୁହୁଡ଼ି ହେତୁ ରାସ୍ତା ଠିକ୍‌ ଭାବେ ଦିଶୁନଥିବାରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe