ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ମୃତ

ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ମୃତ

MBC TV

କାଲିମେଳା: ମାଲକାନଗିରି ଜିଲ୍ଲାର ମୋଟୁ ଥାନା ଅନ୍ତର୍ଗତ ଏମଭି ୮୨ ଗ୍ରାମ ନିକଟରେ ଆଜି ସକାଳେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଚାଳକର ମୃତ୍ୟୁ ହୋଇଯାଇଛି। ପଡ଼ିଆ ଥାନା ଅନ୍ତର୍ଗତ ନିଲିଗୁଡା ଗ୍ରାମର ଗଙ୍ଗା ପଡିଆମୀ ନାମକ ଜଣେ ଯୁବକ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଏକ ଟ୍ରକ୍ ବାଇକକୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣା ସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଯାଇଥିଲା। ଘଟଣାସ୍ଥଳରେ ମୋଟୁ ପୁଲିସ ପହଞ୍ଚି ଟ୍ରକକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe