ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ବାରିପଦା: ବାରିପଦା ସଦର ଥାନା ଅନ୍ତର୍ଗତ ଶ୍ୟାମାଖୁଣ୍ଟା ବ୍ଲକ୍ ଇଟାମୁଣ୍ଡାଇ ଗ୍ରାମ ନିକଟସ୍ଥ ଏକ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ଉକ୍ତ ଗ୍ରାମର ଦୋଳଗୋବିନ୍ଦ ନାୟକ(୫୫) ବୋଲି ପୁଲିସ୍ ପକ୍ଷରୁ ପ୍ରକାଶ। ଦୋଳଗୋବିନ୍ଦ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏନେଇ ବାରିପଦା ସଦର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ସମ୍ବନ୍ଧିତ ଖବର