ଟ୍ରେନ୍‌ରେ କଟି ଯୁବକଙ୍କ ମୃତ୍ୟୁ

ଟ୍ରେନ୍‌ରେ କଟି ଯୁବକଙ୍କ ମୃତ୍ୟୁ

Current Affairs - Adda247

ଝାରସୁଗୁଡ଼ା: ଝାରସୁଗୁଡ଼ା-ଗଡ଼ପୋଷ ଲାଇନ୍‌ର ବାଲୀଜୁରି ନିକଟରେ ମଙ୍ଗଳବାର ସକାଳୁ କୌଣସି ଟ୍ରେନ୍‌ ଧକ୍କାରେ ଜଣେ ଅଜଣା ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୪୦ରୁ ୪୫ ବର୍ଷ ମଧ୍ୟରେ ହୋଇଥିବା ବେଳେ ସେ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବୋଲି ଅନୁମାନ କରାଯାଉଛି।

ସୂଚନା ପାଇ ଝାରସୁଗୁଡ଼ା ଜିଆର୍‌ପି ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରି ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe