ଫୁଲବାଣୀ: ଦୁର୍ଘଟଣାରେ ଯୁବକ ମୃତ

ଫୁଲବାଣୀ: କନ୍ଦମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଫୁଲବାଣୀ- ବୌଦ୍ଧ ରାସ୍ତାରେ ଆଜି ଭୋରରୁ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ମୃତ ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ମୁହଁ ଉପରେ ଗାଡ଼ି ଚଢ଼ିଯାଇଥିିବାରୁ ତାଙ୍କୁ ଚିହ୍ନଟ କରିବା ସମ୍ଭବ ହୋଇ ପାରି ନାର୍ହିଁ। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧିତ ଖବର