ଖୋର୍ଦ୍ଧା: ଆଜି ସକାଳେ ସଦର ଥାନା ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତ ନରେ ଥିବା ଏକ ଜୋରରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତ ବ୍ୟକ୍ତିଜଣକ ହେଉଛନ୍ତି ସଦର ଥାନା ବାଜପୁର ରଙ୍ଗଣୀ ସାହିର ରବୀନ୍ଦ୍ର ସେଠୀ( ୫୦ ବର୍ଷ)। ରବୀନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା ଚର୍ଚ୍ଚା ହେଉଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଜୋରରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
/sambad/media/post_attachments/wp-content/uploads/2017/11/Murder_Graphic-5.jpg)