ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଭାଗନେଲେ ୨୦୦ ଛାତ୍ରଛାତ୍ରୀ

ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଭାଗନେଲେ ୨୦୦ ଛାତ୍ରଛାତ୍ରୀ

ବାରିପଦା: ଇନ୍‌ଡୋର ଷ୍ଟାଡିୟମ ପରିସରରେ ରବିବାର ଜାତୀୟ ଚିତ୍ରକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଯୋଗିତାରେ ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ପ୍ରାୟ ୨୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ବୟସ ଅନୁସାରେ ମୋଟ ୫ଟି ବର୍ଗରେ ବିଭକ୍ତ କରାଯାଇଥିଲା। ପ୍ରତି ବର୍ଗରୁ ଶ୍ରେଷ୍ଠ ୫ଜଣ ଚିତ୍ର ଶିଳ୍ପୀଙ୍କୁ ଚୟନ କରାଯାଇ ରାଜ୍ୟସ୍ତରକୁ ପଠାଯିବ ବୋଲି ଆୟୋଜିକ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମମତାମୟୀ ବିଶ୍ୱାଳ କହିଛନ୍ତି। ରାଜ୍ୟସ୍ତରୀୟ ପ୍ରତିଯୋଗିତା କୃତି ଛାତ୍ରଛାତ୍ରୀଙ୍କୁ ଜାତୀୟ ସ୍ତରୀୟ ପ୍ରତିଯୋଗିତା ପାଇଁ ଚୟନ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe