ଅନୁସନ୍ଧାନ କରୁଥିବା ବର୍ଗ

ମୟୂରଭଞ୍ଜ

ହାଟବାଦଡ଼ାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ରାଇରଙ୍ଗପୁର: ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ଆଜି ମୟୂରଭଞ୍ଜ ଜିଲ୍ଲାର ହାଟବାଦଡ଼ାଠାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ନିଶା ହେଉଛି ଏକ ରୋଗ। ଏହା ଏକ…
ଅଧିକ ଖବର ଦେଖନ୍ତୁ...

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି । ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ…
ଅଧିକ ଖବର ଦେଖନ୍ତୁ...

ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ମାଟିର ଝିଅଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼

ରାଇରଙ୍ଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଅଛନ୍ତି। ସକାଳ ୭ଟାରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନରୁ ଯାତ୍ରା ଆରମ୍ଭ କରିଥିଲେ। ସେ ସ୍ବତନ୍ତ୍ର ହେଲିକ୍ୟାପ୍‌ଟର ଯୋଗେ ଆସି ୧୦ଟା ୧୫ ମିନିଟ୍‌ରେ ରାଇରଙ୍ଗପୁର ବାଦାମପାହାଡ଼ରେ ପ୍ରସ୍ତୁତ…
ଅଧିକ ଖବର ଦେଖନ୍ତୁ...

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ସ୍ବାଗତ କଲେ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ

ରାଇରଙ୍ଗପୁର: ନିଜ ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା…
ଅଧିକ ଖବର ଦେଖନ୍ତୁ...

ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି

ବାରିପଦା/ରାଇରଙ୍ଗପୁର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଗୁରୁବାର)ଠାରୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି। ସ୍ବତନ୍ତ୍ର ହେଲିକପ୍‌ଟର ଯୋଗେ ଆସି ୧୦ଟା ୧୫ ମିନିଟ୍‌ରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ…
ଅଧିକ ଖବର ଦେଖନ୍ତୁ...

ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି

ବାରିପଦା/ରାଇରଙ୍ଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି (ଗୁରୁବାର)ଠାରୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ରହିବେ। ସକାଳ ୭ଟାରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନରୁ ବାହାରିବେ। ସ୍ବତନ୍ତ୍ର ହେଲିକ୍ୟାପ୍‌ଟର ଯୋଗେ ଆସି ୧୦ଟା ୧୫ ମିନିଟ୍‌ରେ ରାଇରଙ୍ଗପୁର ବାଦାମପାହାଡ଼ସ୍ଥିତ…
ଅଧିକ ଖବର ଦେଖନ୍ତୁ...

ବଜ୍ରପାତରେ ନବ ବିବାହିତାଙ୍କ ମୃତ୍ୟୁ

ରାଇରଙ୍ଗପୁର: ବଜ୍ରପାତରେ ନବ ବିବାହିତା ମହିଳାଙ୍କ ମୃତ୍ୟୁ। ଏପରି ଏକ ଅଭାବନୀୟ ଘଟଣା ଘଟିଯାଇଛି ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ସୁଣ୍ଢୋଳ ଗ୍ରାମର ହିକେଇସାହିରେ। ସୂଚନା ଅନୁଯାୟୀ, ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ରାଣୀପାଳ ଗ୍ରାମର ସିଦ୍ଧ‌ ମାରାଣ୍ଡିଙ୍କ ସହିତ…
ଅଧିକ ଖବର ଦେଖନ୍ତୁ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ରାଇରଙ୍ଗପୁର ଗସ୍ତ ନେଇ ବ୍ୟାପକ ପ୍ରସ୍ତୁତି

ରାଇରଙ୍ଗପୁର: ଅଲଚିକି ଲିପି ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୧୯ ତମ ଜୟନ୍ତୀ ତାଙ୍କ ପୈତୃକ ଗାଁ ରାଇରଙ୍ଗପୁର ନିକତା ଦାଣ୍ଡବୋଷ ଠାରେ ପାଳନ କରାଯିବ। ତାଙ୍କ ଜୟନ୍ତୀ ପାଇଁ ମେ’ ୫ ରେ ପଡୋଶୀ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଦିନିକିଆ ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି।…
ଅଧିକ ଖବର ଦେଖନ୍ତୁ...

ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ; ଟାଙ୍ଗିଆରେ ବାପାଙ୍କୁ ହତ୍ୟାକଲା

ରାଇରଙ୍ଗପୁର/ତିରିଂ: ବାପାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନିଜ ଜନ୍ମ କଲା ପୁଅ। ଏପରି ଏକ ଅଭାବନୀୟ ଘଟଣା ଘଟିଯାଇଛି ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ପଟକାଡ଼ିହି ଗ୍ରାମରେ। ସୂଚନା ଅନୁଯାୟୀ, ପଟକାଡିହି ଗ୍ରାମର ଗୁଡ଼ୁରା ଟୁଡୁ ସୋମବାର ବିଳମ୍ବିତ ରାତିରେ ଖାଇ ପିଇ ଶୋଇବା ସମୟରେ…
ଅଧିକ ଖବର ଦେଖନ୍ତୁ...

ଜଙ୍ଗଲକୁ ଶାଳପତ୍ର ଆଣିବାକୁ ଯାଇଥିବାବେଳେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ବାରିପଦା: ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲକୁ ଶାଳପତ୍ର ଆଣିବାକୁ ଯାଇଥିବା ଛକ୍ତ ବୃଦ୍ଧାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ବୃଦ୍ଧା ହେଲେ ମୟୂରଭଞ୍ଜ ଜିଲ୍ଲା ପୀଠାବଟା ରେଞ୍ଜ ବାରିପଦା ବ୍ଲକ ଅଧୀନ ବଡ଼ଯୋଡ ପଞ୍ଚାୟତ ରଙ୍ଗାମାଟିଆ -ଡାହିସାହି ଗ୍ରାମର ଅର୍ଜୁନ…
ଅଧିକ ଖବର ଦେଖନ୍ତୁ...