ବାରିପଦା: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆଗାମୀ ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ୍ ଜାରି ରହିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ହେବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି।
ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ
/sambad/media/post_attachments/wp-content/uploads/2024/01/similipala.jpg)