ପୁରୀରେ ପରାମର୍ଶଦାତା କମିଟି ବୈଠକ: ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ

Advertisment

ରାଷ୍ଟ୍ର ମନ୍ତ୍ରୀ ଡ. ରାଜୀବ ଚନ୍ଦ୍ରଶେଖର ଓ ସାଂସଦମାନେ ଯୋଗଦେବେ

ରାଷ୍ଟ୍ର ମନ୍ତ୍ରୀ ଡ. ରାଜୀବ ଚନ୍ଦ୍ରଶେଖର ଓ ସାଂସଦମାନେ ଯୋଗଦେବେ

ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ନେଇ ମୁଁ ବିବ୍ରତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି(ଶନିବାର) ପୁରୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ‘ଦଶମ ପରାମର୍ଶଦାତା କମିଟି’ ବୈଠକ ଅନୁଷ୍ଠିତ ହେବ ।

ଏହି ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ରାଷ୍ଟ୍ର ମନ୍ତ୍ରୀ ଡ. ରାଜୀବ ଚନ୍ଦ୍ରଶେଖରଙ୍କ ସମେତ ଦେଶର ବିଭିନ୍ନ ରାଜନୈତିକ ଦଳର ସାଂସଦମାନେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି । ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ର ସହ ଜଡ଼ିତ ବିଷୟରେ ବିଚାରବିମର୍ଷ କରାଯିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe