ନାବାଳିକା ଗର୍ଭବତୀ, ଦାଦା ଗିରଫ

ରା.ଉଦୟଗିରି: ଗଜପତି ଜିଲ୍ଲା ରା.ଉଦୟଗିରି ପଞ୍ଚାୟତରେ ଜନୈକା ନାବାଳିକା ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଦାଦାକୁ ପୁଲିସ ଗିରଫ କରିଛି। ଗତକାଲି ରାତିରେ ପୀଡ଼ିତା ଓ ଅଭିଯୁକ୍ତଙ୍କୁ ଥାନାକୁ ଅଣାଯାଇ ପଚରାଉଚରା କରାଯାଇଥିବା ବେଳେ ଆଜି ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଥିଲା। ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ନାବାଳିକାକୁ ଶିଶୁ ସୁରକ୍ଷା ବିଭାଗକୁ ହସ୍ତାନ୍ତର କରାଯାଇଛି।

ସମ୍ବନ୍ଧିତ ଖବର