ଅନୁସନ୍ଧାନ କରୁଥିବା ବର୍ଗ

ନୟାଗଡ଼

ପୋଖରୀରେ ଗାଧୋଇବାକୁ ଯାଇ ବୃଦ୍ଧା ନିଖୋଜ

ଭାପୁର: ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ବାଇଗୁଣିଆ ପଞ୍ଚାୟତ ଅଧୀନ କୁଞ୍ଜବନପ୍ରସାଦ ଗ୍ରାମର ଜଣେ ମହିଳା ପୋଖରୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଥିବା ନେଇ ସୂଚନା ମିଳିଛି। ନିଖୋଜ ବୃଦ୍ଧା ସେହି ଗ୍ରାମର ଝରିଆ ରାଉତରାଙ୍କ ପତ୍ନୀ ଆଦର ରାଉତରା (୬୫) ବୋଲି ସୂଚନା ମିଳିଛି। ଆଜି ପୂର୍ବାହ୍ନ ସାଢେ ୧୧…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଗତକାଲି (ସୋମବାର) ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କାରଣରୁ ଓଡ଼ିଶାରୁ ମଧ୍ୟ…
ଅଧିକ ଖବର ଦେଖନ୍ତୁ...

ନୟାଗଡ଼ ଜଳସମ୍ପଦ କାର୍ଯ୍ୟାଳୟ: ୧୦ ବର୍ଷ ପ‌ରେ ବି ପାଣି ପଞ୍ଚାୟତ ନିର୍ବାଚନ ହେଉନି

ନୟାଗଡ଼: ବର୍ଷେ କି ଦୁଇ ବର୍ଷ ନୁହେଁ, ୧୦ ବର୍ଷରୁ ଅଧିକ ସମୟ ହେବ ଡାହୁକା ଜଳସେଚନ ପ୍ରକଳ୍ପ ଅଧୀନରେ ଥିବା ପାଣି ପଞ୍ଚାୟତଗୁଡ଼ିକରେ ନିର୍ବାଚନ ହୋଇନାହିଁ। ଠିକାଦାର ଓ ବିଭାଗୀୟ ଯନ୍ତ୍ରୀଙ୍କ ମନମାନୀରେ ଏଠାରେ ବିଭିନ୍ନ କାର୍ଯ୍ୟ କରାଯାଉଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀଙ୍କ ମଧ୍ୟରେ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପରେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନଥିବା ବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ…
ଅଧିକ ଖବର ଦେଖନ୍ତୁ...

ନୟାଗଡ଼ ଜିଲ୍ଲା ପୁଲିସର ସଫଳତା: ୧୯୨ ନିଖୋଜ ଉଦ୍ଧାର, ନିଖୋଜଙ୍କ ମଧ୍ୟରେ ଥିଲେ ୧୫ ନାବାଳିକା

ନୟାଗଡ଼: ରାଜ୍ୟ ପୁଲିସ ପ୍ରଶାସନର ନିର୍ଦ୍ଦେଶ କ୍ରମେ ବର୍ଷବର୍ଷ ଧରି ନିଖୋଜ ଥିବା ବ୍ୟକ୍ତିମାନଙ୍କୁ ଉଦ୍ଧାର ପଦ‌କ୍ଷେପ ନିଆଯାଇଛି। ଏନେଇ ପୂର୍ବରୁ ତନାଘନା ଜାରି ରହିଥିବା ବେଳେ, ଗତ ୧୩ ତାରିଖରୁ ୨୦ ତାରିଖ ମଧ୍ୟରେ ଜିଲ୍ଲାର ୧୯୨ ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ପରିବାରଙ୍କ ନିକଟରେ…
ଅଧିକ ଖବର ଦେଖନ୍ତୁ...

ସୌମ୍ୟଙ୍କୁ ବହିଷ୍କାର ପରେ ତୀବ୍ର ଅସନ୍ତୋଷ: ସତ କଥା ପ୍ରକାଶ କରିବାରୁ ବିଜେଡି ଭୟଭୀତ

ନୟାଗଡ଼: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ବିଜେଡିରୁ ବହିଷ୍କାର ପରେ ନୟାଗଡ଼ ଜିଲ୍ଲାରେ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦଳୀୟ କର୍ମୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଯାଏଁ ଅସନ୍ତୋଷ ପ୍ରକାଶ ପାଇଛି। ରାଜ୍ୟରେ ଖଣ୍ଡପଡ଼ା ବିଧାନସଭା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷିବ; ୧୨ ଜିଲ୍ଲାକୁ ଅରେଞ୍ଜ; ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଏବଂ ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିମଧ୍ୟରୁ ୧୨ଟି…
ଅଧିକ ଖବର ଦେଖନ୍ତୁ...

ବଙ୍ଗୋପସାଗର ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ଅତିପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସଂପ୍ରତି ଲଘୁଚାପଟି ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ…
ଅଧିକ ଖବର ଦେଖନ୍ତୁ...

ପୁଣି ଦାନାବାନ୍ଧୁଛି ଲଘୁଚାପ: ୨୪ ଘଣ୍ଟା ୧୦ ଜିଲ୍ଲାରେ ପ୍ରବଳ ବର୍ଷା; ୧୨ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ୮ ଜିଲ୍ଲାରେ ପ୍ରବଳ ବର୍ଷା; ୧୦ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ଏହାର ଆଉ କୌଣସି ପ୍ରଭାବ ଏବେ ରାଜ୍ୟ ଉପରେ ନାହିଁ। ତେବେ, ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି। ଫଳରେ ଆସନ୍ତା ୨୪…
ଅଧିକ ଖବର ଦେଖନ୍ତୁ...