ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ: ଏକକାଳୀନ ୮ଟି ସ୍ଥାନରେ ଚଢ଼ଉ

ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ ଚାକିରିରୁ ବହିଷ୍କୃତ

www.google.com

ଆଠଗଡ଼: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘରେ ଚଢ଼ଉ କରୁଥିବା ଜଣାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘର ସମେତ ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ଏନେଇଅଧିକ ତ୍ଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe