ଭୁବନେଶ୍ୱର: ଆଜି ୬ଟି ଜିଲ୍ଲା ପାଇଁ ବିଜେଡିର ନୂତନ ସଭାପତିଙ୍କ ନାମ ବିଜେଡି ସୁପ୍ରିମୋ ନିଯୁକ୍ତ କରିଛନ୍ତି | ଢେ଼ଙ୍କାନାଳ ଜିଲ୍ଲା ପାଇଁ ସଭାପତି ଭାବେ ଡ଼.ନୃସିଂହ ଚରଣ ସାହୁ, ବାଲେଶ୍ୱର ପାଇଁ ଅଶ୍ୱିନୀ କୁମାର ପାତ୍ର, କୋରାପୁଟ ପାଇଁ ଝିନ ହିକକା, ବରଗଡ଼ ପାଇଁ ପ୍ରଭାସ କୁମାର ସିଂହ, ରାଉରକେଲା ପାଇଁ ହାଲୁ ମୁଣ୍ଡାରୀ, ଝାରସୁଗୁଡା ଜିଲ୍ଲା ବିଜେଡିର ନୂତନ ସଭାପତି ଭାବେ ରବି ସିଂହଙ୍କୁ ନିଯୁକ୍ତ କରାଯାଇଛି |
ସେହିପରି ଢେଙ୍କାନାଳ ଜିଲ୍ଲା ପାଇଁ କାର୍ଯ୍ୟକାରୀ ସଭାପତି ଭାବେ ଦେବୀ ପ୍ରସାଦ ଭୁତିଆ, କୋରାପୁଟ ପାଇଁ ପ୍ରଶାନ୍ତ ଗୁପ୍ତା, ବରଗଡ଼ ପାଇଁ ସୁଶାନ୍ତ ମହାପାତ୍ରଙ୍କୁ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ଦିଆଯାଇଛି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/07/BeFunky-collagegggg.jpg)