ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Advertisment
ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

sisat

ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପୋଡାପାଲି ନିବାସୀ ମିଲନ ମାଝୀ (୫୦) ଗତକାଲି ସନ୍ଧ୍ୟାରେ ଘରୁ ବାହାରି ଥିବା ବେଳେ ଘରକୁ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ବି ତାଙ୍କର କୌଣସି ପତ୍ତା ମିଳିନଥିଲା।
ଆଜି ସକାଳୁ ନିଜ ଜମି ନିକଟସ୍ଥ ଜଙ୍ଗଲରେ ଟାଓ୍ବେଲ ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକେ ଖଡ଼ିଆଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହା ପୂର୍ବରୁ ସେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ବଞ୍ଚି ଯାଇଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe