ଅନୁସନ୍ଧାନ କରୁଥିବା ବର୍ଗ

ନୂଆପଡ଼ା

ବିଜେଡିରେ ଯୋଗ ଦେଲେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ବର: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଶ୍ରୀ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବିଜୁ ଜନତା ଦଳରେ ଯୋଗଦାନ ନେଇ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଘୋଷଣା…
ଅଧିକ ଖବର ଦେଖନ୍ତୁ...

କଂଗ୍ରେସକୁ ପୁଣି ଝଟକା: ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ, ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା

ଭୁବନେଶ୍ବର/ନୂଆପଡ଼ା: କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ବିଧାୟକ ଶ୍ରୀ…
ଅଧିକ ଖବର ଦେଖନ୍ତୁ...

ନୂଆପଡ଼ା: ବଜ୍ରାଘାତରେ ଯୁବକଙ୍କର ମୃତ୍ୟୁ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଝାଞ୍ଜିମୁଣ୍ଡା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ହେମସିଂ ମାଝୀ (୨୨)। ସେ ଗାଁ ସ୍କୁଲ ପାଖରେ ଥିବା ବେଳେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ବର୍ତ୍ତମାନ ନୂଆପଡ଼ା ଜିଲ୍ଲା ମୁଖ୍ୟ…
ଅଧିକ ଖବର ଦେଖନ୍ତୁ...

ଟ୍ରକ୍‌-କାର୍‌ ଧକ୍କା, ଦମ୍ପତି ମୃତ

ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ୩୫୩ ଜାତୀୟ ରାଜପଥର ଚଲାନପଡ଼ା ବଡ଼ପୋଲ ପାଖରେ ଏକ ଟ୍ରକ୍‌ ଓ କାର୍‌ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ କାର୍‌ରେ ଥିବା ବଡ଼ଦୋହେଲ ଗ୍ରାମର ସେନାପତି ବାଗ (୩୬) ଓ ସ୍ତ୍ରୀ ସରିତା ବାଗ (୩୨)ଙ୍କ ମୃତ୍ୟୁ ଘଟିଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ,…
ଅଧିକ ଖବର ଦେଖନ୍ତୁ...

ଟୋପାଏ ପାଣି ପାଇଁ ସଂଘର୍ଷ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍‌ ନଗପଡ଼ା ପଞ୍ଚାୟତ ଅପହଞ୍ଚ ଇଲାକାରେ ସିର୍ଲି ମାକରଖଲିଆ ଗାଁରେ ଦେଖିବାକୁ ମିଳିଛି ସରକାରୀ ଯୋଜନାର ବିକଳ ଚିତ୍ର। ଏଠିକାର ଲୋକେ ପାଣି ମୁନ୍ଦାଏ ପାଇଁ ଡହଳବିକଳ ହେଉଥିବା ବେଳେ ଗାଁର ମହିଳା ପୁରୁଷ ସହ ଛୋଟପିଲାମାନେ ମଧ୍ୟ ସକାଳୁ ଗରା, ବାଲଟି ଧରି ୧…
ଅଧିକ ଖବର ଦେଖନ୍ତୁ...

ମନ୍ତ୍ରୀ ଢୋଲକିଆଙ୍କ ବିରୋଧରେ ନୂଆପଡ଼ା ବନ୍ଦ: ଇସ୍ତଫା ଦାବି କଲା କଂଗ୍ରେସ

ନୂଆପଡ଼ା: ନୂଆପଡ଼ା ବିଧାୟକ ତଥା ରାଜ୍ୟ ସରକାରଙ୍କ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ବିରୋଧରେ ସ୍ବାଭିମାନ ମଞ୍ଚ ପକ୍ଷରୁ ୧୨ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା ଦିଆଯାଇଥିଲା। ଫଳରେ, ଦୋକାନ, ବଜାର, ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ତେବେ,…
ଅଧିକ ଖବର ଦେଖନ୍ତୁ...

ନୂଆପଡ଼ା ସ୍ବଭିମାନ ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ

ନୂଆପଡ଼ା: ନୂଆପଡ଼ା ବିଧାୟକ ତଥା ରାଜ୍ୟ ସରକାରଙ୍କ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ବିରୋଧରେ ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ମଙ୍ଗଳବାର ଦିନ ନୂଆପଡ଼ା ଜିଲ୍ଲା ସଦର ୧୨ ଘଣ୍ଟିଆ ବନ୍ଦ ପାଳନ ହୋଇଛି। ମନ୍ତ୍ରୀ ଶ୍ରୀ ଢ଼ୋଲକିଆଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ନୂଆପଡ଼ା ଜିଲ୍ଲା ସ୍ବଭିମାନ ମଞ୍ଚ…
ଅଧିକ ଖବର ଦେଖନ୍ତୁ...

ଏନ୍ ଏ ସି ମାନ୍ୟତା ଦାବି: କୋମନା ବନ୍ଦ ପାଳିତ, ୩୫୩ ନମ୍ୱର ଜାତୀୟ ରାଜପଥ ଅବରୋଧ

କୋମନା: ନୂଆପଡ଼ା ଜିଲ୍ଲା କୋମନାଠାରେ ପ୍ରସ୍ତାବିତ କୋମନା ଏନ ଏ ସି ପ୍ରତିଷ୍ଠା କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ପାଞ୍ଚ ଘଣ୍ଟିଆ ବନ୍ଦ ପାଳିତ ହୋଇଛି। ଓଡ଼ିଶା ସରକାରଙ୍କ ପକ୍ଷରୁ ୩୪ ଗୋଟି ଏନ୍ ଏ ସି ଘୋଷଣା କରିଥିବା ବେଳେ କୋମନାକୁ ଏଥିରୁ ବାଦ୍ ଦିଆଯାଇଛି। ପ୍ରତ୍ୟେକ ଦୃଷ୍ଟିକୋଣରୁ…
ଅଧିକ ଖବର ଦେଖନ୍ତୁ...

ଜଳୁଛି ଜଙ୍ଗଲ: ଜଙ୍ଗଲ ନିଆଁ ରୋକିବା ନେଇ ସଚେତନ କାର୍ଯ୍ୟକ୍ରମ

କରଙ୍ଗାମାଳ/ ବୋଡ଼େନ/ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନ ବିଭାଗ ଅଧୀନସ୍ଥ ବୋଡ଼େନ ସଦରକୁ ଲାଗିରହିଥିବା ଗୁରୁବୁଡ଼ା ଜଙ୍ଗଲରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ନିଆଁଲାଗି ମୂଲ୍ୟବାନ ଗଛ ନଷ୍ଟ ହେବା ସହିତ ଧୂଆଁରେ ବାୟୁ ପ୍ରଦୂଷିତ ହେଉଛି। ତୁରନ୍ତ ବନ ବିଭାଗ ପଦକ୍ଷେପ ନେବାକୁ ଦାବି ହେଉଛି।…
ଅଧିକ ଖବର ଦେଖନ୍ତୁ...

ନିର୍ବାଚନ ଲଢ଼ିବେ ପୂର୍ବତନ ଆୟକର କମିସନର: ପୌର ନିର୍ବାଚନରେ ଅଧ୍ୟକ୍ଷ ପଦ ପାଇଁ ଲଢ଼ିଥିଲେ

ନୂଆପଡ଼ା: ଏଥରକ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ଶ୍ରୀକାନ୍ତ ଚାଟାର୍ଜୀ। ସେ ହେଉଛନ୍ତି ପୂର୍ବତନ ଆୟକର କମିସନର୍‌। ତେବେ, ଗତ ପୌର ନିର୍ବାଚନ ସମୟରେ ସେ ରାଜନୀତିରେ ପାଦ ଥାପିସାରିଛନ୍ତି। ଶ୍ରୀ ଚାଟାର୍ଜୀ ଗତ ‌ପୌର ନିର୍ବାଚନ‌ରେ ଖଡ଼ିଆଳ ଏନ୍‌ଏସିର ଅଧ୍ୟକ୍ଷ ପଦ…
ଅଧିକ ଖବର ଦେଖନ୍ତୁ...