ନୂଆପଡ଼ା: ନୂଆପଡ଼ା ଥାନା ଜମଧରା ଗ୍ରାମର ଜଣେ ବୃଦ୍ଧ ପୁନିତରାମ ମାଝୀ (୫୫) ଶନିବାର ସକାଳେ ଗାଁ ରାସ୍ତାରେ ଯାଉଥିବା ସମୟରେ ହଠାତ୍ ପଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକ ନୂଆପଡ଼ା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ନୂଆପଡ଼ା ପୁଲିସ୍ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/dead-f.jpg)