ରାସ୍ତାରେ ପଡ଼ି ବୃଦ୍ଧ ମୃତ

Advertisment
ଦୁଇଟି ବାଇକ୍‌କୁ ଧକ୍କା ଦେଲା ପିକ୍ଅପ୍: ପୁତୁରା ମୃତ

iStock

ନୂଆପଡ଼ା: ନୂଆପଡ଼ା ଥାନା ଜମଧରା ଗ୍ରାମର ଜଣେ ବୃଦ୍ଧ ପୁନିତରାମ ମାଝୀ (୫୫) ଶନିବାର ସକାଳେ ଗାଁ ରାସ୍ତାରେ ଯାଉଥିବା ସମୟରେ ହଠାତ୍ ପଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକ ନୂଆପଡ଼ା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ନୂଆପଡ଼ା ପୁଲିସ୍‌ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ  ହସ୍ତାନ୍ତର କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe