କେନ୍ଦୁଝର: ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ୩ ଗୁରୁତରଙ୍କୁ କଟକ ସ୍ଥାନାନ୍ତର

Advertisment
କେନ୍ଦୁଝର: ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ୩ ଗୁରୁତରଙ୍କୁ କଟକ ସ୍ଥାନାନ୍ତର

କେନ୍ଦୁଝର: ତେଲକୋଇର ବିମଳା ନିକଟରେ ରବିବାର ୨ଟି ବାଇକ ମଧ୍ୟରେ ଶକ୍ତ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ କରଦାଙ୍ଗି ଆମ୍ବତଇଲା ସାହିର ନରେନ୍ଦ୍ର ମହାନ୍ତ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଆହତଙ୍କ ମଧ୍ୟରେ ଜଣେ ୮ ବର୍ଷର ପିଲା ମଧ୍ୟ ସାମିଲ ଅଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe