ଦୁଇ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କନ୍‌ଷ୍ଟେବଳ ଅଟକ

ରାଉରକେଲା: ଦୁଇ ଜଣ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପୁଲିସ ଜଣେ ଓଏସ୍‌ଏପି କନ୍‌ଷ୍ଟେବଳକୁ ଅଟକ ରଖିଛି। କନ୍‌ଷ୍ଟେବଳଙ୍କ ଦ୍ୱାରା ଅସଦାଚରଣ ଶିକାର ହେବା ପରେ ଉଭୟ ଛାତ୍ରୀ ପ୍ଲାଣ୍ଟସାଇଟ୍‌ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ମାମଲା ରୁଜୁ କରି ଘଟଣା ସହିତ ସଂପୃକ୍ତ କନ୍‌ଷ୍ଟେବଳଙ୍କୁ ଅଟକ ରଖି ପଚାରାଉଚରା କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.