ମେ’ ୨ରେ ସୁନ୍ଦରଗଡ଼ରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣି

Advertisment
ମେ’ ୨ରେ ସୁନ୍ଦରଗଡ଼ରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ସୁନ୍ଦରଗଡ଼, ମଇ ୨ ତାରିଖରେ (ସୋମବାର) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନ ଠାରେ ସକାଳ ୯ ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆୟୋଜିତ ହେବ । ଏଥିରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ସହ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ। ଏହି ଶୁଣାଣି କାର୍ଯ୍ୟକ୍ରମରେ ଜନସାଧାରଣ ଉପସ୍ଥିତ ରହି ସେମାନଙ୍କର ସମସ୍ୟା, ଅଭିଯୋଗ ଆଦି ଉପସ୍ଥାପନ କରିବା ସହିତ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ମତାମତ ରଖିପାରିବେ। ସେହିପରି ମଇ ୯ ତାରିଖରେ ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ ସମ୍ମିଳନୀ କକ୍ଷରେ ସକାଳ ୯ଟାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆୟୋଜିତ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe